Masthead

କିଏ ହେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ, ଆଜି ହୋଇପାରେ ନାଁ ଘୋଷଣା

କର୍ଣ୍ଣାଟକ(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକରେ କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ । ଆଜି ହୋଇପାରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା । ମୁଖ୍ୟମନ୍ତ୍ରୀ ପଦ ପାଇଁ ଦାବିଦାର ଅଛନ୍ତି ସିଦ୍ଦରମେୟା ଓ ଶିବକୁମାର । ଦୁହେଁ ଏବେ ଦିଲ୍ଲୀରେ ଅଛନ୍ତି ।ଗତକାଲି ଉଭୟ ନେତା ଦଳ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିଥିଲେ । ଗତକାଲି ସନ୍ଧ୍ୟାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବେ ନେଇ ସମ୍ଭାବନା ଥିଲା । ହେଲେ କଂଗ୍ରେସ ହାଇକମାଣ୍ଡ କୌଣସି ନିଷ୍ପତ୍ତି ନେଇପାରି ନାହାନ୍ତି । ତେବେ ଆଜି ଘୋଷଣା ହେବାର ସମ୍ଭାବନା ରହିଛି । କୁହାଯାଉଛି, ନୂଆ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଦିଲ୍ଲୀରୁ ନୁହେଁ ବେଙ୍ଗାଲୁରୁରେ ହୋଇପାରେ । ତେବେ ମୁଖ୍ୟମନ୍ତ୍ରୀ ଦୌଡ଼ରେ ସିଦ୍ଧରମୈୟା ଆଗରେ ଥିବା କିଛି ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି । କାରଣ ସିଦ୍ଧରମୈୟାଙ୍କୁ ରାହୁଲ ଗାନ୍ଧୀ ସମର୍ଥନ କରୁଥିବା କୁହାଯାଉଛି । ଅନ୍ୟପଟେ ଶିବକୁମାର କହିଛନ୍ତି ଯେ, ଯଦି ତାଙ୍କୁ ମୁଖ୍ୟମନ୍ତ୍ରୀ କରାଯାଏ, ତାହେଲେ ଠିକ୍, ନହେଲେ ସେ ସାଧାରଣ ବିଧାୟକ ଭାବେ କାର୍ୟ୍ୟ କରିବାକୁ ପ୍ରସ୍ତୁତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା