Masthead

କର୍ଣ୍ଣାଟକ ନୂତନ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା!

କର୍ଣ୍ଣାଟକ(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ନୂତନ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା ।
ସୂଚନା ମୁତାବକ ସେ ଆସନ୍ତାକାଲି ଶପଥ ଗ୍ରହଣ କରିପାରନ୍ତି । ଦିଲ୍ଲୀରେ ହୋଇଛି ଫଇସଲା । ଡିକେ ଶିବକୁମାରଙ୍କୁ ପଛରେ ପକାଇ ସିଦ୍ଦରମେୟା ମୁଖ୍ୟମନ୍ତ୍ରୀ ହେବାର ସୂଚନା ରହିଛି । ସେହିଭଳି ଡେପୁଟି ସିଏମ ହେବେ ଡିକେ ଶିବକୁମାର । ଆସନ୍ତା କାଲି ବିଧାୟକ ଦଳର ବୈଠକ ହେବ । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ନେଇ ଏବେ ମଧ୍ୟ କଂଗ୍ରେସରେ ହଲଚଲ ଲାଗିରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା