Masthead

ଯୌତୁକ ନିର୍ଯାତନା ଅଭିଯୋଗକୁ ଖଣ୍ଡନ କଲେ ଶଶିଭୂଷଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାୟକଙ୍କ ଶଶିଭୂଷଣଙ୍କ ନାଁରେ ବୋହୂଙ୍କ ଯୌତୁକ ନିର୍ଯାତନା ଅଭିଯୋଗ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଶଶିଭୂଷଣ । ସେ କହିଛନ୍ତି, ଘଟଣାକୁ ନେଇ ମୁଁ ମର୍ମାହତ, ଦୁଃଖିତ ଏବଂ ଆଶ୍ଚର୍ଯ୍ୟ ଚକିତ । ବିବାହର ୨ ବର୍ଷ ପରେ ଅଭିଯୋଗକୁ ଗ୍ରହଣ କରିପାରୁନି । ଖାଲି ସେତିକି ନୁହେଁ ଯୌତୁକ ଦାବିକୁ ଖଣ୍ଡନ କରିଛନ୍ତି ଶଶିଭୂଷଣ । ପୁଅ ନାଁରେ ଥିବା ପରକୀୟପ୍ରୀତି ଅଭିଯୋଗକୁ ମଧ୍ୟ ସେ ଖଣ୍ଡନ କରିଛନ୍ତି । ଓଡ଼ିଶାବାସୀ ଜାଣିଛନ୍ତି ମୁଁ କିଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ