ଫରିଲେ ରାଜ୍ୟପାଳ, ପୁଣି ମନ୍ତ୍ରିମଣ୍ଡଳ ଅଦଳବଦଳ ଚର୍ଚ୍ଚା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୨ ବଦଳ ଆଜି ଫେରିବେ ରାଜ୍ୟପାଳ । ଯାହାକୁ ନେଇ ପୁଣି ବଢିଲା ମନ୍ତ୍ରିମଣ୍ଡଳ ଚର୍ଚ୍ଚା । ଛୁଟି ସରିବା ପୂର୍ବରୁ ଓଡ଼ିଶା ଫେରିଲେ ରାଜ୍ୟପାଳ । ରାଜ୍ୟପାଳଙ୍କ ଗସ୍ତ କାର୍ଯ୍ୟସୂଚରେ ହଠାତ ପରିବର୍ତ୍ତନ । ଓଡିଶା ଆସୁଛନ୍ତି ରାଜ୍ୟପାଳ । ପୂର୍ବରୁ ୨୨ ତାରିଖରେ ରାଜ୍ୟପାଳଙ୍କ ଫେରିବା କାର୍ଯ୍ୟକ୍ରମ ରହିଥିଲା । ରାଜ୍ୟପାଳଙ୍କ ଫେରିବା ପ୍ରସଙ୍ଗ ଭିତରେ ପୁଣି ଥରେ ମନ୍ତ୍ରିମଣ୍ଡଳ ଅଦଳ ବଦଳ ଚର୍ଚ୍ଚା ଜୋର ଧରିଛି । ମନ୍ତ୍ରିମଣ୍ଡଳରେ କିଏ ପାଇବ ସ୍ଥାନ ତାକୁ ନେଇ ବିଜେଡିର ଜୋରଦାର ମାନସ ମନ୍ଥନ । ରେସରେ ଥିବା କିଛି ନେତା ଆଜି ଦୁବାଇରୁ ଫେରୁଥିବା ସୂଚନା । ଯେ କୌଣସି ମୁହୂର୍ତ୍ତରେ ହୋଇପାରେ ବଡ଼ ଧରଣର ରାଜନୈତିକ ହଟଚମଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ