Masthead

ମାଟ୍ରିକ ରେଜଲ୍ଟ ବାହାରିବା ପୂର୍ବରୁ ପୁଅ ନିଖୋଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାଟ୍ରିକ ରେଜଲ୍ଟ ବାହାରିବା ପୂର୍ବରୁ ପୁଅ ନିଖୋଜ, ଥାନାରେ ଏଫଆଇଆର ଦେଲେ ବାପା । ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର ଜଣେ ଛାତ୍ର ନିଖୋଜ ହୋଇଥିବା ନେଇ ଅଭିଯୋଗ ଆସିଛି। ଝାରପଡ଼ାରେ ରହୁଥିବା ଅରୁପ ପଣ୍ଡାଙ୍କ ପୁଅ ସାଇ ପ୍ରସାଦ ପଣ୍ଡା କାଲିସନ୍ଧ୍ୟାରୁ ନିଖୋଜ ଅଛନ୍ତି । ସୂଚନା ଅନୁସାରେ, ସାଇ ପ୍ରସାଦ ଗତ ସନ୍ଧ୍ୟାରେ ସହିଦ ନଗର ସ୍ଥିତ ଏକ କୋଚିଙ୍ଗ ସେଣ୍ଟରକୁ ଯାଇଥିଲେ। କ୍ଲାସ୍‌ ସରିବା ପରେ ସେ ଘରକୁ ଫେରିନଥିଲେ । ପରିବାର ଲୋକ ସାଇ ପ୍ରସାଦଙ୍କୁ ଖୋଜାଖୋଜି କରିଥିଲେ। ହେଲେ ତାଙ୍କର କୌଣସି ପତ୍ତା ମିଳିପାରିନଥିଲା। ଶେଷରେ ସହିଦ ନଗର ଥାନାରେ ଏଫଆଇଆର ଦେଇଛନ୍ତି ବାପା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା