Masthead

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ । କଟକ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ । ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସହାର ଅଧିକ ରହିଛି । ଚଳିତ ବର୍ଷ ମାଟି୍ରକ ପାସ ହାର ୯୬.୪୦ ପ୍ରତିଶତ ରହିଛି । ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ । ୱେବସାଇଟକୁ ଯାଇ କିମ୍ବା ଏସ୍ଏମ୍ଏସ୍ କରି ପରୀକ୍ଷା ଫଳ ଜାଣିହେବ ।A1-୪,୧୫୮, A2-୨୯,୮୩୮, B1-୭୭,୫୬୭, B2-୧,୧୮,୭୫୦ ଛାତ୍ରଛାତ୍ରୀ ପାସ କରିଛନ୍ତି । ସି ଗ୍ରେଡରେ ୧,୨୧,୬୧୧। ଡି ଗ୍ରେଡରେ ୯୫୦୦୬ । ଇ ଗ୍ରେଡରେ ୬୧,୪୭୪ ପାସ କରିଛନ୍ତି । ଛାତ୍ରୀଙ୍କ ପାସ୍‌ ହାର ୯୭.୦୫% ଓ ଛାତ୍ରଙ୍କ ପାସ୍‌ ହାର ୯୫.୭୫%। କଟକ ଓ ଜଗତସିଂହପୁର ଜିଲ୍ଲାରେ ପାସ୍‌ ହାର ସର୍ବାଧିକ ୯୭.୯୯%।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼