Masthead

କିରଣ ରିଜିଜୁଙ୍କ ସ୍ଥାନରେ ନୂଆ ଆଇନମନ୍ତ୍ରୀ ହେଲେ ଅର୍ଜୁନ ରାମ ମେଘୱାଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଅଦଳବଦଳ । ବଦଳିଲେ କେନ୍ଦ୍ର ଆଇନମନ୍ତ୍ରୀ । କିରଣ ରିଜିଜୁଙ୍କ ସ୍ଥାନରେ ନୂଆ ଆଇନମନ୍ତ୍ରୀ ହେଲେ ଅର୍ଜୁନ ରାମ ମେଘୱାଲ । ତେବେ ପୂର୍ବରୁ ଆଇନ ମନ୍ତ୍ରାଳୟ କିରଣ ରିଜିଜୁଙ୍କ ଅଧୀନରେ ଥିବା ବେଳେ ଏବେ ଅଜୁର୍ନ ରାମ ମେଘୱାଲ ନୂଆ ଆଇନମନ୍ତ୍ରୀ ଭାବେ ନିଯୁକ୍ତି ଦିଆଯାଇଛି । କିରଣ ରିଜିଜୁଙ୍କୁ ପୃଥିବୀ ବିଜ୍ଞାନ ମନ୍ତ୍ରାଳୟର ଆର୍ଥସାଇନ୍ସ ମନ୍ତ୍ରୀ ଭାବେ ଦାୟିତ୍ୱ ପ୍ରଦାନ କରାଯିବ ବୋଲି ସୂଚନା ରହିଛି। ଅଜୁର୍ନ ରାମ ମେଘୱାଲ ପୂର୍ବରୁ ମୋଦୀଙ୍କ ମନ୍ତ୍ରାଳୟରେ ସଂସଦୀୟ ବ୍ୟାପାର ଏବଂ ସଂସ୍କୃତି ମନ୍ତ୍ରୀ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ