Masthead

ସତ୍ୟପାଲଙ୍କ ପ୍ରେସ ସେକ୍ରେଟାରୀଙ୍କ ଘରେ ସିବିଆଇ ରେଡ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସତ୍ୟପାଲ ମଲିକଙ୍କ ପ୍ରେସ ସେକ୍ରେଟାରୀଙ୍କ ଘରେ ସିବିଆଇ ରେଡ଼ । ବୁଧବାର ସିବିଆଇ ଟିମ୍ ଜାମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ପ୍ରେସ ସେକ୍ରେଟାରୀ ସୂନାକ ବାଲିଙ୍କ ଘର ସମେତ ଜାମ୍ମୁ କାଶ୍ମୀର ଏବଂ ଦିଲ୍ଲୀର ୯ଟି ସ୍ଥାନରେ ଚଢଉ କରିଛି । ଏକ ବୀମା ସ୍କାମରେ ସିବିଆଇ ଏହି ଚଢାଉ କରିଛି ।

ସରକାରୀ କର୍ମଚାରୀଙ୍କ ପାଇଁ ଗ୍ରୁପ ମେଡିକାଲ ଇନସୁରାନ୍ସ ସ୍ମିମ ଏବଂ ଜାମ୍ମୁ କାଶ୍ମୀରରେ ଜଳ ବିଦ୍ୟୁତ ପ୍ରକଳ୍ପ ଲାଗି ଚୁକ୍ତିନାମା ପ୍ରଦାନ ପାଇଁ ତାଙ୍କୁ ଲାଞ୍ଚ ଯଚା ଯାଇଥିବା ସତ୍ୟପାଲ ମଳିକ ଅଭିଯୋଗ କରିଥିଲେ । ତାଙ୍କ ଅଭିଯୋଗ ପରେ ସିବିଆଇ ଦୁଇଟି ଏଫଆଇଆର କରିଥିଲେ । ୨୩ ଅଗଷ୍ଟ ୨୦୧୮ରୁ ୩୦ ଅକ୍ଟୋବର ୨୦୧୯ ମଧ୍ୟରେ ଜାମ୍ମୁ କାଶ୍ମରୀର ରାଜ୍ୟପାଳ ଭାବେ କାର୍ଯ୍ୟ କରୁଥିବା ସମୟରେ ଦୁଇଟି ଫାଇଲ କ୍ଲିଅ କରିବା ପାଇଁ ତାଙ୍କୁ ୩୦୦ କୋଟି ଟଙ୍କା ଅଫର ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ