Masthead

ସିଦ୍ଦରମେୟା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ

କର୍ଣ୍ଣାଟକ(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକରେ କଂଗ୍ରେସ ଜିତିବା ପରଠୁ କିଏ ହେବେ ମୁଖ୍ୟମନ୍ତ୍ରୀ, ତାକୁ ନେଇ ସସପେନ୍ସ ଜାରି ରହିଥିବା ବେଳେ ମାନସମନ୍ଥନରେ ପଡିଲା ପୂର୍ଣ୍ଣଚ୍ଛେଦ। ସିଦ୍ଦରମେୟା ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ । ଡି. କେ ଶିବକୁମାର ହେବେ ଉପମୁଖ୍ୟମନ୍ତ୍ରୀ । ପ୍ରେସମିଟ୍‌ରେ ଘୋଷଣା କଲେ କଂଗ୍ରେସ ପ୍ରଭାରୀ ରଣଦୀପ ସୂର୍ଯ୍ୟୱାଲା । ୨୦ ତାରିଖ ଦିନ ୧୨ଟା ୩୦ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା