Masthead

ଓଡ଼ିଶାରେ ଯାହା ହୋଇଛି କଂଗ୍ରେସ ସମୟରେ ହୋଇଛି: ମହମ୍ମଦ ମୋକିମ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଲେଖିକାକୁ କଟାକ୍ଷ କଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ । ଇତିହାସର ପାଠ ପଢାଇଲେ ମୋକିମ୍ । ଓଡ଼ିଶାରେ ଯାହା ହୋଇଛି କଂଗ୍ରେସ ସମୟରେ ହୋଇଛି । ଭାରତ ଓ ଓଡ଼ିଶାର ବିକାଶ କଂଗ୍ରେସ କରିଛି । ବିଜେପି କେବଳ କୁଶ୍ଚିତ ରାଜନୀତି କରିବା ସହ ଦେଶକୁ ଭାଗଭାଗ କରେ । ସେଥିରେ ହିଁ ବିଜେପି ବିଶ୍ୱାସ ରଖେ। ବିକାଶରେ ନୁହେଁ । ଓଡ଼ିଶା ଆଜି ଯଦି ଅବହେଳିତ ଅଛି ଏହି ସରକାର ସମୟରେ। କଂଗ୍ରେସ ଅମଳରେ ଓଡ଼ିଶା ସରକାର ମାଗିବା ପୂର୍ବରୁ ଦେଉଥିଲେ ରାଜ୍ୟବାସୀଙ୍କ ପାଇଁ। ବିଜେଡି-ବିଜେପି ଭାଇଭାଇ ହୋଇ ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ