Masthead

ଯେଉଁମାନେ ଦାୟିତ୍ୱରେ ଅଛନ୍ତି ସେମାନେ କାନ୍ଧକୁ ନିଅନ୍ତୁ: ମହମ୍ମଦ ମୋକିମ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପରାଜୟରେ ମୋକିମଙ୍କୁ ଦୋଷ ଲଦିବା ପରେ ଯବାବ ଦେଇଛନ୍ତି ମହମ୍ମଦ ମୋକିମ୍ । ଯେଉଁମାନେ ଦାୟିତ୍ୱରେ ଅଛନ୍ତି, ସେମାନେ କାନ୍ଧକୁ ନିଅନ୍ତୁ । ସେମାନଙ୍କୁ ଯିଏ ଏଭଳି କହିବାକୁ କହିଛନ୍ତି ସେମାନେ ଏଥିରୁ କ୍ଷାନ୍ତ ରୁହନ୍ତୁ । ଜାନକୀ ଓ ବସନ୍ତ ଆଲୋଚନା ତ ଧାମନଗର ଓ ଅନ୍ୟ ଉପନିର୍ବାଚନରେ ହୋଇନଥିଲା । ସେଠି କାହିଁକି ଏମିତି ହେଲା । ମୁଁ ନୂଆ ଦଳ ଗଠନ କରିବା ପରି ଲୋକ ହୋଇନାହିଁ । ଯେଉଁମାନେ ମିଥ୍ୟା ଆରୋପ କରି ଖସି ଯିବାକୁ ଚାହୁଛନ୍ତି , ସେମାନେ ଦାୟିତ୍ୱ କାନ୍ଧକୁ ନିଅନ୍ତୁ । କଂଗ୍ରେସକୁ ମଜବୁତ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ