Masthead

ସରକାରୀ ବସକୁ ଗୁଳିମାଡ଼, ଯାତ୍ରୀ ସୁରକ୍ଷିତ

ଜୟପୁର (ବଡ଼ ଖବର ବ୍ୟୁରୋ):  ସରକାରୀ ବସ୍‌ ଉପରକୁ ଅଚାନକ ଗୁଳିମାଡ଼ । ବୈପାରିଗୁଡ଼ା ଥାନାଠୁ ମାତ୍ର ୧୦୦ ମିଟର ଦୂରରେ ହୋଇଛି ଗୁଳିମାଡ଼ । ବାଲିମେଳା ଠାରୁ ବ୍ରହ୍ମପୁର ଯିବା ବେଳେ ଅଚାନକ ଗୁଳିମାଡ଼ ହୋଇଥିଲା । କିଏ ଓ କାହିଁକି ଗୁଳିମାଡ଼ କଲା କାରଣ ଜଣାପଡିନଥିବା ବେଳେ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି । ବସରେ ୧୦ ଜଣ ଯାତ୍ରୀ ଥିଲେ ।

ସମସ୍ତଙ୍କୁ ବୈପାରୀଗୁଡା ପୁଲିସ ଥାନାରେ ଅଟକ ରଖି ବ୍ୟାଗ ସବୁ ଯାଞ୍ଚ କରୁଛି ।ରାତି ପ୍ରାୟ ୧୦ଟାରେ ବୈପାରିଗୁଡ଼ା ଠାରୁ ଅଳ୍ପ ଦୂରରେ ରହିଥିବା ବିଏସଏଫ୍ କ୍ୟାମ୍ପ ନିକଟରେ ହଠାତ୍ ଗୁଳି ଫୁଟିବା ଶବ୍ଦ କଣ୍ଡକ୍ଟର ଶୁଣିଥିଲେ । ଏ ନେଇ ଡ୍ରାଇଭରଙ୍କୁ ପଚାରିବାରୁ ଗାଡ଼ିକୁ ଅଟକାଇ ଯାଞ୍ଚ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା