Masthead

ମହାନଦୀ ଜଳ ବିବାଦ, ହୀରାକୁଦ ଆସୁଛନ୍ତି ଟ୍ରିବ୍ୟୁନାଲ ଟିମ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହାନଦୀ ଜଳ ବିବାଦ । ପାଣିକୁ ନେଇ ଓଡ଼ିଶା ଛତିଶଗଡ଼ ମଧ୍ୟରେ ଲାଗି ରହିଛି ବିବାଦ । ଅଣ ମୌସୁମୀରେ ଓଡ଼ିଶାର ନଦୀଗୁଡିକ ପାଲଟିଛି ମରୁଭୂମି । ଆଜି ହୀରାକୁଦ ଆସୁଛନ୍ତି ଟ୍ରିବ୍ୟୁନାଲ ସଦସ୍ୟ । ଛତିଶଗଡ଼ ପରେ ଓଡ଼ିଶାରେ ପହଞ୍ଚିବେ ଟିମ୍ । ତୃତୀୟ ପର୍ଯ୍ୟାୟ କ୍ଷେତ୍ର ପରିଦର୍ଶନରେ ହୀରାକୁଦ ବୁଲିବ ଟିମ୍ ।

ଏନେଇ ଅଶୋକ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ହୀରାକୁଦ ଡ୍ୟାମ୍ ବୁଲିବ ଟ୍ରିବୁନାଲ । ଏହି ଟିମ୍ ୨୩ ତାରିଖ ପର୍ୟ୍ୟନ୍ତ ହୀରାକୁଦ ଡ୍ୟାମ୍ ଓ ମହାନଦୀ ଆୟାକଟ୍ ଅଞ୍ଚଳ ବୁଲି ଦେଖିବେ । ୨୪ ତାରିଖରେ ଟ୍ରିବ୍ୟୁନାଲ ଭୁବନେଶ୍ୱର ଆସିବେ । ୨୬ରୁ ୨୮ ପର୍ୟ୍ୟନ୍ତ କଟକସ୍ଥିତ ନରାଜ, ମୁଣ୍ଡୁଳୀ, ଅଂଶୁପା ଓ ଚିଲିକା ହ୍ରଦ ବୁଲି ଦେଖିବା କାର୍ୟ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼