Masthead

ଡେଡଲାଇନ ସରିବା ପରେ କୌଣସି ମୂହୁର୍ତ୍ତରେ ପଶିପାରେ ପୋଲିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଦିନକୁ ଦିନ ବଢିବାରେ ଲାଗିଛି ପାକିସ୍ତାନ ପୂର୍ବତ୍ତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଅଡ଼ୁଆ । ଏବେ ଆକ୍ସନ ମୋଡ଼ରେ ପାକିସ୍ତାନ ପୋଲିସ । ଇମ୍ରାନଙ୍କ ଘରେ ୪୦ ରୁ ଅଧିକ ଆତଙ୍କବାଦୀ ଥିବା ଜାଣିବାରେ ପରେ ସଜାଗ ରହିଛି ପୋଲିସ । ଇମ୍ରାନଙ୍କ ଲାହୋରସ୍ଥିତ ଜମାନ ପାର୍କ ବାସଭବନେର ଆରମ୍ଭ ହୋଇପାରେ ପୋଲିସ ଅପରେସନ । ଦିଆଯାଇଥିବା ୨୪ ଘଣ୍ଟାର ଡେଡଲାଇନ୍ ସରିବା ପରେ କୌଣସି ମୁହୂର୍ତ୍ତରେ ଇମ୍ରାନଙ୍କ ଘରେ ପଶିପାରେ ପୋଲିସ ।

ଆତଙ୍କବାଦୀଙ୍କୁ ୨୪ ଘଣ୍ଟା ଭିତରେ ପୋଲିସ ହାତରେ ଅର୍ପଣ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଆତଙ୍କୀଙ୍କୁ ବାହାର କରିବା ଲାଗି ପୋଲିସ ଅପରେସନ ଆରମ୍ଭ କରିବା ସହ ଇମ୍ରାନଙ୍କ ବାସଭବନକୁ ଘେରି ରହିଛନ୍ତି ପୋଲିସ । ପଞ୍ଜାବ ସୂଚନା ମନ୍ତ୍ରୀ ଆମିର ମୀର କହିଛନ୍ତି- ଇମ୍ରାନଙ୍କ ଘରେ ପ୍ରାୟ ୪୦ ଜଣ ଆତଙ୍କୀ ରହିଛନ୍ତି । ପାକିସ୍ତାନ ଆର୍ମି ଆକ୍ଟ ଓ ଅଫିସିଆଲ ସିକ୍ରେଟସ ଆକ୍ଟ ଅନୁସାରେ ଇମ୍ରାନଙ୍କ ବିଚାର କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି