Masthead

କାରରୁ ଦେଢ଼ କୁଇଣ୍ଟାଲ ଗଞ୍ଜେଇ ଜବତ

ଲମତାପୁଟ(ବଡ଼ ଖବର ବ୍ୟୁରୋ): କାରରେ ପ୍ରେସ ଲଗାଇ ଅଭିନବ ଉପାୟରେ ଗଞ୍ଜେଇ ଚୋରାଚାଲାଣ । ୧୫ ଲକ୍ଷ ଟଙ୍କାର ଗଞ୍ଜେଇ ବୋଝେଇ ଗାଡ଼ି ଜବତ କରିବା ସହ ୨ ମାଫିଆ ଗିରଫ । ଉଭୟ ମହାରାଷ୍ଟ୍ର ଅଂଚଳର ମିଳିନ୍ଦ ଚିକତେ ଏବଂ ଶୁଭମ ସଂଜୟ ସିନ୍ଦେ ବୋଲି ଜଣାପଡିଛି । ଗତକାଲି ଆନ୍ଧ୍ର ସୀମାନ୍ତବର୍ତ୍ତୀ ଅଂଚଳରୁ ମହାରାଷ୍ଟ୍ରକୁ ଗଞ୍ଜେଇ ଚୋରା ଚାଲାଣ କରୁଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇ ନନ୍ଦପୁର ଏସ.ଡି.ପି.ଓ ଙ୍କ ନେତୃତ୍ୱରେ ପାଡୁଆ ପୋଲିସ ବଡଦେବତା ଛକ ନିକଟରେ ନାକାବନ୍ଦୀ କରିଥିଲେ ।

ଯାଞ୍ଚ ବେଳେ ସେହି ରାସ୍ତା ଦେଇ ଯାଉଥିବା ଏକ XUV ୫୦୦ ଗାଡ଼ିକୁ ପୁଲିସ ଅଟକାଇଥିଲା। ଯାଞ୍ଚ ବେଳେ ଏହି କାରରୁ ଦେଢ଼ କୁଇଣ୍ଟାର ଗଞ୍ଜେଇ ଜବତ ହୋଇଥିଲା ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୫ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ