Masthead

ସତ ମାନିଲେ ସିସୋଦିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଅବକାରୀ ନୀତି ଅନିୟମିତତା ମାମଲା । ସତ ମାନିଲେ ମନିଷ ସିସୋଦିଆ । ଆମ ଆଦମୀ ପାର୍ଟି ନେତା ତଥା ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ ଡିଜିଟାଲ ତଥ୍ୟ ନଷ୍ଟ କରିଥିବା ମାନି ଯାଇଛନ୍ତି। ରିପୋର୍ଟ ଅନୁଯାୟୀ ସିସୋଦିଆ ସିବିଆଇ ସାମ୍ନାରେ ସ୍ବୀକାର କରିଛନ୍ତି କି ସେ ଦୁଇଟି ମୋବାଇଲ ଫୋନ ନଷ୍ଟ କରିଛନ୍ତି। ଏକ ରିପୋର୍ଟରେ ମିଳିଥିବା ସୂଚନା ଆଧାରରେ ପ୍ରକାଶ କରିଛି ଯେ ଜାନୁଆରୀ ୨୦୨୦ରୁ ଅଗଷ୍ଟ ୨୦୨୨ମଧ୍ୟରେ ମନିଷ ସିସୋଦିଆ ତିନୋଟି ମୋବାଇଲ ହ୍ୟାଣ୍ଡସେଟ ବ୍ୟବହାର କରିଥିଲେ।

ଅଗଷ୍ଟ ୧୯, ୨୦୨୨ ରେ ତାଙ୍କ ଘରେ ଖୋଜାଖୋଜି ବେଳେ ସିବିଆଇ ତାଙ୍କର ଗୋଟିଏ ଫୋନ ଜବତ କରିଥିଲା। ସିସୋଦିଆ କହିଛନ୍ତି ଯେ ଜବତ ହୋଇଥିବା ଫୋନ ସିସୋଡିଆ ଜୁଲାଇ ୨୨, ୨୦୨୨ରୁ ବ୍ୟବହାର କରୁଥିଲେ। କିଛି ମଦ ବ୍ୟବସାୟୀଙ୍କ ସପକ୍ଷରେ ନୀତି ଉପସ୍ଥାପନ କରିବା ଏବଂ ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ସିବିଆଇ ସିସୋଦିଆଙ୍କୁ ଅନ୍ୟ ଅଭିଯୁକ୍ତଙ୍କ ସହ ଗିରଫ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି