Masthead

ଆଜି ବସିବ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବସିବ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ । ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗ ସମେତ କେନ୍ଦ୍ରରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତି ଏବଂ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତାକୁ ନେଇ ଆଲୋଚନା ହେବ ।

ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶର ଟୁଡୁ, କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଶ୍ରୀମତୀ ଡି.ପୁରନେ୍ଦଶ୍ୱରୀଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ଯୋଗ ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ