Masthead

ଓଡ଼ିଶା ବୁଲିବ ଟ୍ରିବ୍ୟୁନାଲ ଟିମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଛତିଶଗଡ଼ ପରେ ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ । ଜଳବିବାଦ ମାମଲାରେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିବ ଟିମ । ଟିମରେ ଅଛନ୍ତି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି । ପ୍ରଥମ ଦିନରେ ହୀରାକୁଦ ଡ୍ୟାମ, ବୁର୍ଲା ପାୱାର ହାଉସ ବୁଲି ସ୍ଥିତି ଅନୁଧ୍ୟାନ କରିବ ଟିମ୍ ।

୨୩ ଯାଏଁ ଚାଲିବ ସର୍ଭେ । ଏହି ଟିମ୍ ହୀରାକୁଦ ବନ୍ଧ ସମେତ ଏହାର ଉଭୟ ତଳ ଓ ଉପରମୁଣ୍ଡ ଅଂଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି । ତେବେ ମହାନଦୀ ଟ୍ରିବ୍ୟୁନାଲ, ଓଡିଶା ଛତିଶଗଡ ମଧ୍ୟରେ ଉପୁଜିଥିବା ବିବାଦ ସମାଧାନ କରିବାରେ କେତେ ସକ୍ଷମ ହେବେ ସେ ନେଇ ପୁଣି ଥରେ ଆରମ୍ଭ ହୋଇଛି ରାଜନୈତିକ ବୟାନବାଜି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା