Masthead

ଚୋର ସନ୍ଦେହରେ ଯୁବକଙ୍କୁ ପିଟି ପିଟି ହତ୍ୟା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଚୋର ସନ୍ଦେହରେ ଯୁବକଙ୍କୁ ପିଟି ପିଟି ହତ୍ୟା । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଚିଙ୍ଗୁଡ଼ି ଘାଇ ଗାଁରେ । ଯୁବକ ଜଣକ ପୁରୀ ଜିଲ୍ଲାର ବୋଲି ଜଣାପଡିଛି। ଯୁବକକୁ ଏକ ଖୁଣ୍ଟରେ ବାନ୍ଧି ଜଣକ ପରେ ଜଣେ ମାଡ଼ ମାରୁଥିବାର ଭିଡିଓ ସାମ୍ନାକୁ ଆସିଛି ।

ଏହି ଘଟଣାରେ ପୋଲିସ ତଦନ୍ତ କରି ୫ ଜଣଙ୍କୁ ଗିରଫ କରିଛି । କିନ୍ତୁ ଘଟଣାର ତଦନ୍ତ ଠିକ୍ ଭାବେ ନ କରି ଏଭଳି ଖାମଖିଆଲ ଭାବେ ନେବା ଏଠି ପୋଲିସର କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନ ଉଠୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ