Masthead

ଯେଉଁମାନେ ଏ ଦୁର୍ଦ୍ଦଶାର କାରଣ ସେମାନଙ୍କୁ କ୍ଷମା ଦେବା ଅନୁଚିତ: ମମତା ବାନାର୍ଜୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆରବିଆଇର ବଡ଼ ନିଷ୍ପତ୍ତି । ୨ ହଜାର ଟଙ୍କିଆ ନୋଟ ପ୍ରତ୍ୟାହାର କଲା ଆରବିଆଇ । ସେପ୍ଟେମ୍ବର ୩୦ ସୁଦ୍ଧା ବ୍ୟାଙ୍କରେ ବଦଳାଇ ହେବ ନୋଟ । ଏବେ ବଜାରରେ ଥିବା ୨ ହଜାର ଟଙ୍କିଆ ନୋଟ୍ ସଚଳ ରହିବ । କେନ୍ଦ୍ର ସରକାର ଗ୍ରହଣ କରିଥିବା ଏହି ନିଷ୍ପତ୍ତିକୁ ତୀବ୍ର ସମାଲୋଚନା କରିଛନ୍ତି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଏହାକୁ ସେ ‘ବିଲିୟନ୍ ଡଲାର୍ ଧୋକା’ ବୋଲି କହିଛନ୍ତି।

୨୦୧୬ରେ ବିମୁଦ୍ରିକରଣ ଯୋଗୁଁ ଜନସାଧାରଣ ଭୋଗିଥିବା ଅଭୁଲା ଦୁର୍ଦ୍ଦଶା କଥା ମନେପକାଇ ମମତା ଟୁଇଟ୍ କରି କହିଛନ୍ତି, ଏଇଟା ୨୦୦୦ ଟଙ୍କିଆ ‘ଧମାକା’ ନୁହେଁ, ୧୦୦ କୋଟି ଭାରତୀୟଙ୍କ ପ୍ରତି ‘ବିଲିୟନ୍ ଡଲାର୍ ଧୋକା’। ଭାଇଭଉଣୀମାନେ ଜାଗ୍ରତ ହୁଅନ୍ତୁ। ବିମୁଦ୍ରିକରଣ ସମୟରେ ଭୋଗିଥିବା ଦୁର୍ଦ୍ଦଶା ଆମେ ଭୁଲିପାରିବା ନାହିଁ। ଯେଉଁମାନେ ଏ ଦୁର୍ଦ୍ଦଶାର କାରଣ ସେମାନଙ୍କୁ କ୍ଷମା ଦେବା ଅନୁଚିତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ