Masthead

ନିଆଁ ଲାଗି ଜଳିଗଲା ମୋ ବସ୍

ରାଉରକେଲା (ବଡ଼ ଖବର ବ୍ୟୁରୋ):  ନିଆଁ ଲାଗି ଜଳିଗଲା ମୋ ବସ୍ । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ଏଭଳି ଅଘଟଣ ଘଟିଛି ରାଉରକେଲାରୁ ବେଦବ୍ୟାସ ନିକଟରେ । ବସରେ ବେଦବ୍ୟାସ ଯିବା ବେଳେ ଅଚାନକ ଲାଗିଥିଲା ନିଆଁ । ଟିସିଆଇ ଛକରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବସରେ ଲାଗିଲା ନିଆଁ । ବସ୍ରେ ନିଆଁ ଲାଗିବା ଦେଖି ଯାତ୍ରୀମାନେ ଭୟଭୀତ ହେବା ସହ ଓହ୍ଲାଇ ଯାଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଦମକଳ ବାହିନୀକୁ ପହଞ୍ଚି ନିଆଁକୁ ଆୟତ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ