Masthead

କର୍ଣ୍ଣାଟକରେ ସିଦ୍ଦ ଶାସନ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକରେ କଂଗ୍ରେସ ରାଜ, ସିଦ୍ଦରମେୟା ମୁଖ୍ୟମନ୍ତ୍ରୀ  । କାନ୍ତିରବା ଷ୍ଟାଡିୟମରେ ଚାଲିଛି ଶପଥ ଗ୍ରହଣ ସମାରୋହ । ସିଦ୍ଦରମେୟା ହେଲେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ସିଦ୍ଦରମୈୟାଙ୍କୁ ଶପଥ ପାଠ କରାଇଲେ ରାଜ୍ୟପାଳ  । ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେଲେ । ଡିକେ ଶିବକୁମାର ହେଲେ ଉପ ମୁଖ୍ୟମନ୍ତ୍ରୀ । ମନ୍ତ୍ରୀ ଭାବେ ଶପଥ ନେଲେ ଜି. ପରମେଶ୍ୱର  । ଶପଥ ଗ୍ରହଣ ସମାରୋହରେ ବହୁ ବରିଷ୍ଠ ନେତା ସାମିଲ । ମଲ୍ଲିକାର୍ଜୁନ ଖଡ଼ଗେ, ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି ଉପସ୍ଥିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି