Masthead

ଭାସିଗଲା କଲଭର୍ଟ

ସୋରଡ଼ା, (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷାରେ ବେହାଲ ଗଞ୍ଜାମ । ଜିଲ୍ଲାର ବିଭିନ୍ନ ନଦୀରେ ବନ୍ୟା ଅସିବାରୁ ଅନେକ ଅଞ୍ଚଳ ଏବେ ବାହ୍ୟଜଗତରୁ ବିଚ୍ଛିନ୍ନ । ତିତିଲି ସମୟରେ ବରଗଡ଼ଠାରେ ଜରଉ ନଦୀ ଉପରେ ଥିବା ପୋଲଟି ଭାଙ୍ଗି ଯାଇଥିଲା । ସେଠାରେ ଏବେ ତିଆରି ଚାଲିଛି ନୂତନ ପୋଲ । ଯାତାୟତ ପାଇଁ ସେଠାରେ ଥିବା ଅସ୍ଥାୟୀ କଲଭର୍ଟ ଭାସିଯାଇଛି । ଜରଉ ନଦୀର ଉଛୁଳା ପାଣିରେ ଆଜି କଲର୍ଭଟ ଧୋଇଯିବା ଫଳରେ ବାହ୍ୟ ଜଗତରୁ ସମ୍ପୁର୍ଣ୍ଣ ବିଚ୍ଛିନ୍ନ ହୋଇଛି ବରଗଡ । ବରଗଡ଼ରୁ ଶେରଗଡ,ବ୍ରହ୍ମପୁର, ଭଞ୍ଜନଗର ଓ ଭୁବନେଶ୍ୱରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଜିଲ୍ଲାର ଅନେକ ନଦୀରେ ଜଳସ୍ତର ବଢିବାରୁ ଲୋକେ ଆତଙ୍କିତ ହୋଇପଡିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା