Masthead

ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମନ୍ତ୍ରୀ ନବଦାସ ହତ୍ୟା ଘଟଣା । ଖୁବଶୀଘ୍ର ପ୍ରାଥମିକ ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ । ଅଭିଯୁକ୍ତ ଗୋପାଳ ବିରୋଧରେ ଚାର୍ଜସିଟ ପ୍ରସ୍ତୁତ କରୁଛି କ୍ରାଇମବ୍ରାଞ୍ଚ୍ । ସମସ୍ତ ସାକ୍ଷୀ ଓ ଫରେନସିକ ଯାଞ୍ଚର ତଥ୍ୟ ଆଧାର ନେଇ ଚାର୍ଜସିଟ୍ ପ୍ରସ୍ତୁତି କରାଯାଉଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା