Masthead

‘ବିଜେଡି ମୁକ୍ତ ଓଡ଼ିଶା ଗଠନ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):   ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ପ୍ରେସମିଟ । ବିଜେଡି ମୁକ୍ତ ଓଡ଼ିଶା ଗଠନ କରିବାକୁ ଦେଲେ ଆହ୍ୱାନ । ସେ କହିଛନ୍ତି ପକ୍କା ଘର, ଶୌଚାଳୟ, ପିଇବା ପାଣି, ବିଜୁଳି, ରାସ୍ତା, କୃଷକଙ୍କ ଆଉ ଦୁଇଗୁଣ, ରୋଜଗାର ପାଇଁ କେନ୍ଦ୍ର ଯୋଜନା ପରେ ଯୋଜନା କରୁଛନ୍ତି । କିନ୍ତୁ ଓଡ଼ିଶାରେ ଅଭାବନୀୟ ସ୍ଥିତି । ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରୁନାହିଁ । ସେପଟେ ଏହାର ଜବାବ ରଖିଛନ୍ତ ବିଜେଡି ଉପସଭାପତି ତଥା ମନ୍ତ୍ରୀ ପ୍ରମିଳା ମଲ୍ଲିକ । କ

ହିଛନ୍ତି ବିଜେପି ଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, ଦରଦାମ ବୃଦ୍ଧିକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି । ତେଣୁ ସମଗ୍ର ଭାରତର ଲୋକେ ଚିନ୍ତା କଲେଣି କେମିତି ବିଜେପି ମୁକ୍ତ ଭାରତ ଗଠନ କରିବେ । କର୍ଣ୍ଣାଟକ ପ୍ରଭାବ ଦେଶର ଅନ୍ୟ ରାଜ୍ୟ ଉପରେ ବି ପଡିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼