Masthead

ରାଜପରିବାର ନାଁରେ ମାମଲା ରୁଜୁ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ):  ବଢିଲା ରାଜ ପରିବାର କଳି । ଅର୍କେଶଙ୍କ ପତ୍ନୀ ଅଦ୍ରିଜା ସିଂହଙ୍କ ଅଭିଯୋଗ ଆଧାରରେ ଡେରାଡୁନର ରାଜପୁର ଥାନାରେ ମାମଲା ରୁଜୁ ହୋଇଛି । ସ୍ୱାମୀ ଅର୍କେଶ ସିଂହଦେଓଙ୍କ ସହ ଶ୍ୱଶୁର ଅନଙ୍ଗ ଉଦୟ, ଶାଶୁ ବିଜୟଲକ୍ଷ୍ମୀ, ଦେଢଶୁର କଳିକେଶ ଓ ଯାଆ ମେଘନାଙ୍କ ନାଁରେ ମାମଲା ରୁଜୁ ହୋଇଛି ।

ଆଦ୍ରିଜା କରିଥିବା ଅଭିଯୋଗ ଅନୁସାରେ ଗତ ବର୍ଷ ଅଗଷ୍ଟ ମାସରୁ ତାଙ୍କୁ ନିର୍ୟାତନା ଆରମ୍ଭ ହୋଇଥିଲା । ଉଭୟଙ୍କ ଦାମ୍ପତ୍ୟ ଜୀବନ ଠିକ ଚାଲିଥିବା ବେଳେ ଗତ ବର୍ଷ ସେପ୍ଟେମ୍ବରରେ ଆଦ୍ରିଜା ନିର୍ଯାତନା ଅଭିଯୋଗ ଆଣିଥିଲେ । ସ୍ୱାମୀ ତାଙ୍କ ପ୍ରତି ଅତ୍ୟାଚାର କରିଥିବାର ଅଭିଯୋଗ ଆଣିଥିଲେ ଆଦ୍ରିଜା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା