Masthead

ପୁରୀ-ହାୱଡ଼ା ସୁପରଫାଷ୍ଟ ଏକ୍ସପ୍ରେସ ଲାଇନଚ୍ୟୁତ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ):  ପୁରୀ-ହାୱଡ଼ା ସୁପରଫାଷ୍ଟ ଏକ୍ସପ୍ରେସ ଲାଇନଚ୍ୟୁତ । ଇଞ୍ଜିନ ସହ ବଗି ଅଲଗା ହୋଇ ପଳାଇଲା ୫୦୦ ମିଟର । ପଶ୍ଚିମବଙ୍ଗ ନେକୁରସିନି ଷ୍ଟେସନରେ ଅଘଟଣ ଘଟିଛି । ଯାନ୍ତ୍ରିକ ତ୍ରୁଟି ପାଇଁ ଚଳନ୍ତା ଟ୍ରେନର କପ୍ ଲିଂଗ କାଟି ୩ ଟି ବଗି ଧରି ଆଗକୁ ପଳାଇଲା ଇଞ୍ଜିନ । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ଇଞ୍ଜିନକୁ ଛାଡି ୧୫ଟି ବଗି ରହିଗଲା ପଛରେ ।

ଖଡଗପୁର ଛାଡ଼ିବା ପରେ ରାତି ପ୍ରାୟ ଗୋଟାଏ ପାଖାପାଖି ଏଭଳି ଘଟଣା ଘଟିଥିବା ଜଣାପଡିଛି । ଯାତ୍ରୀ ମାନେ ମୃତ୍ୟୁ ମୁହଁରୁ ଅଳ୍ପକେ ବର୍ତ୍ତିଥିବା ବେଳେ ଅଫ ଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଦୀର୍ଘ ୭ ଘଣ୍ଟା ପରେ ଟ୍ରେନ ଚଳାଚଳ ସ୍ୱାଭାବିକ ହୋଇଛି । ତେବେ ଏଭଳି ତ୍ରୁଟି କାହିଁକି ହେଲା ରେଳ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼