Masthead

ଦ୍ୱିତୀୟ ଦିନରେ ଟ୍ରିବ୍ୟୁନାଲ ଟିମର କ୍ଷେତ୍ର ପରିଦର୍ଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ । ଦ୍ୱିତୀୟ ଦିନରେ ଚିପିଲିମା ପାୱାର ହାଉସ, ଅତାବିରା ବ୍ରାଂଚ କେନାଲ ଓ ଶାସନ କେନାଲ ବୁଲି ପରିଦର୍ଶନ କରିବ ଟିମ । ଗତକାଲି ହୀରାକୁଦ ଡ୍ୟାମ ସହ ତଳ ଓ ଉପରମୁଣ୍ଡ ଅଞ୍ଚଳ ଗସ୍ତ କରି ଅନୁଧ୍ୟାନ କରିଥିଲା ।

୨୩ତାରିଖ ଯାଏଁ ଚାଲିବ ଏହି ସର୍ଭେ । ତେବେ ମହାନଦୀ ଟ୍ରିବ୍ୟୁନାଲ, ଓଡ଼ିଶା ଛତିଶଗଡ ମଧ୍ୟରେ ଉପୁଜିଥିବା ବିବାଦ ସମାଧାନ କରିବାରେ କେତେ ସକ୍ଷମ ହେବେ ସେ ନେଇ ପୁଣି ଥରେ ଆରମ୍ଭ ହୋଇଛି ରାଜନୈତିକ ବୟାନବାଜି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା