ଆଜି ଶୂନ୍ୟ ଛାୟା ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ଶୂନ୍ୟ ଛାୟା ଦିବସ । ଶୂନ୍ୟ ଛାୟା ଦେଖିବା ଲାଗି ପଠାଣି ସାମନ୍ତ ପ୍ଲାନେଟାରିୟମ୍ ଭୁବନେଶ୍ୱରଠାରେ ବ୍ୟବସ୍ଥା କରାଯାଇଛି । ଛାଇ ଆମର ପିଛା ଛାଡ଼ି ନଥାଏ । କିନ୍ତୁ ଏହି କଥାକୁ ଭୁଲ କହିଛନ୍ତି ଜ୍ୟୋତିବିଜ୍ଞାନୀ । ବର୍ଷରେ ଏପରି ୨ ଦିନ ଅଛି, ଯେବେ ଦିନ ଦ୍ୱିପ୍ରହରରେ ମଧ୍ୟ କିଛି କ୍ଷଣ ପାଇଁ ଛାଇ ଦେଖାଯାଏ ନାହିଁ । ବର୍ଷର ଏହି ୨ ଦନ ମଧ୍ୟାହ୍ନରେ ସୂର୍ଯ୍ୟ ଆମର ଠିକ୍ ମୁଣ୍ଡ ଉପରେ ରୁହନ୍ତି । ସେଥିପାଇଁ ସେ ସମୟରେ ଛାଇ ଦେଖାଯାଏ ନାହିଁ ।

ଏହି ଘଟଣାକୁ ଜ୍ୟୋର୍ତିବଜ୍ଞାନୀମାନେ ଶୂନ୍ୟ ଛାୟା ଦିବସ ବା ଜିରୋ ସ୍ୟାଡୋ ଡେ’ ଭାବେ ନାମିତ କରିଛନ୍ତି । ଏପ୍ରିଲରୁ ଜୁନ୍ ଏବଂ ଜୁନରୁ ଅଗଷ୍ଟ ମାସ ମଧ୍ୟରେ ବର୍ଷକୁ ୨ଥର ଶୂନ୍ୟ ଛାୟା ଘଟିଥାଏ । ଏହାକୁ ଦେଖିବା ଲାଗି କୌଣସି ଯନ୍ତ୍ରପାତିର ଆବଶ୍ୟକତା ନାହିଁ । ଏକ ସମତଳ ଜାଗାରେ ଖୁଂଟ ଚାରିକଣିଆ ବାକ୍ସ, ବୋତଲ,ଇଟା ଭଳି କିଛି ଜିନିଷ ଖରା ପଡ଼ୁଥିବା ସ୍ଥାନରେ ଲମ୍ବା ଭାବରେ ରକ୍ଷନ୍ତୁ । ତାପରେ ଦେଖପାରିବେ ବସ୍ତୁଟିର ଛାୟା କିପରି ଧୀରେ ଧୀରେ ଉଭେଇ ଯାଉଛି । ପୁନଶ୍ଚ କିଛି ସମୟ ପରେ ଛାଇ ଦେଖାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ