Masthead

ବିରୁଡ଼ି ଆକ୍ରମଣରେ ସରପଞ୍ଚ ମୃତ

ଜଗନ୍ନାଥପ୍ରସାଦ (ବଡ଼ ଖବର ବ୍ୟୁରୋ): ବିରୁଡି ଆକ୍ରମଣରେ  ସରପଞ୍ଚ ମୃତ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକ କୁଡୁତାଇ ପଞ୍ଚାୟତରେ ।  ଜମିରେ ଚାଷ କରୁଥିବା ବେଳେ ମାଟିତଳୁ  ବିରୁଡ଼ି ବାହାରି ସରପଞ୍ଚ ସନତ କୁମାର ପ୍ରଧାନଙ୍କୁ ଆକ୍ରମଣ କରିଥିଲେ । ତାଙ୍କୁ ଗ୍ରାମବାସୀ ଉଦ୍ଧାର କରି ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ଚିକିସ୍ଥାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ