Masthead

ଗିରଫ ହେବେ ଶ୍ରଦ୍ଧାଞ୍ଜଳୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗିରଫ ହେବେ ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳୀ । ଶ୍ରଦ୍ଧାଞ୍ଜଳୀଙ୍କ ନାଁରେ ଜାମିନ ବିହୀନ ଗିରଫ ପରୱାନା  । ଗିରଫ ପରୱାନା ଜାରି କରିଛନ୍ତି ସିବିଆଇ କୋର୍ଟ । ବାରମ୍ବାର ନୋଟିସ ପରେ ବି ହାଜର ନ ହେବାରୁ ଜାମିନ ବିହୀନ ଗିରଫ ପରୱାନା ଜାରି ହୋଇଛି ।  କୋର୍ଟରେ ହାଜର ହେବା ପାଇଁ ଶନିବାର ଥିଲା ଶେଷ ତାରିଖ । ହେଲେ କୋର୍ଟରେ ହାଜର ନ ହେବାରୁ ଶ୍ରଦ୍ଧାଞ୍ଜଳିଙ୍କ ନାଁରେ ଜାମିନବିହୀନ ଗିରଫ ପରୱାନା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି