Masthead

କାଲି ଶପଥ ନେବେ ତିନି ମନ୍ତ୍ରୀ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ):ଆସନ୍ତାକାଲି ଶପଥ ନେବେ ୩ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ଶାରଦା ନାୟକ ଓ ସୁଦାମ ମାରାଣ୍ଡି ମନ୍ତ୍ରୀ ଭାବେ ଶପଥ ନେବେ । ଏହି ୩ନେତାଙ୍କୁ ମିଳିବ କ୍ୟାବିନେଟ୍ ପାହ୍ୟା । ଲୋକସେବା ଭବନରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନୂତନ ମନ୍ତ୍ରୀଙ୍କୁ ଶପଥପାଠ କରାଇବେ । ସକାଳ ୯ଟା ୫୦ରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ ।

ବିକ୍ରମ କେଶରୀ ଆରୁଖ, ଶାରଦା ନାୟକ ଓ ସୁଦାମ ମାରାଣ୍ଡିଙ୍କୁ କେଉଁ ବିଭାଗ ମିଳିବ ଜଣାପଡି ନାହିଁ । ତେବେ ବାଚସ୍ପତି କିଏ ହେବ ତାହା ମଧ୍ୟ ସ୍ପଷ୍ଟ ହୋଇ ନାହିଁ । ୧୧ ମାସ ତଳେ ମନ୍ତ୍ରୀମଣ୍ଡଳରେ ବିଭାଗ ଅଦଳବଦଳ ହୋଇଥିଲା ।

୩ଜଣ କ୍ୟାବିନେଟ୍ ମନ୍ତ୍ରୀ ଶପଥ ନେବାକୁ ଥିବାରୁ ୭ବିଭାଗରେ ଅଦଳବଦଳ ହେବ । ମନ୍ତ୍ରୀଙ୍କ ତାଲିକା ଧରି ସିଏମ୍ଓ ଅଧିକାରୀମାନେ ରାଜଭବନରେ ପହଞ୍ôଚଛନ୍ତି । ରାଜ୍ୟପାଳ ମନ୍ତ୍ରୀ ତାଲିକାରେ ମୋହର ମାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ