ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ପ୍ଲେ ଅଫରେ ମୁମ୍ବାଇ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆଇପିଏଲ ୨୦୨୩ର ୬୯ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୮ ୱିକେଟରେ ପରାସ୍ତ କରିଛି ମୁମ୍ବାଇ ଇଣ୍ଡିଆନ୍ସ । ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ମୁମ୍ବାଇ ଇଣ୍ଡିଆନ୍ସ । ଟିମ୍‌ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବୋଲିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଥିଲେ। ସେହିପରି ଏସଆରଏଚ ଦଳ ଅଧିନାୟକ ଆଡେନ ମାର୍କ୍ରାମଙ୍କ ନେତୃତ୍ୱରେ ବ୍ୟାଟିଂ କରିବା ଆରମ୍ଭ କରିଥିଲା।

ହାଇଦ୍ରାବାଦ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ୱିକେଟ ହରାଇ ୨୦୦ ରନ କରିଥିଲା । ଧାର୍ୟ୍ୟ ଲକ୍ଷ୍ୟର ପିଛା କରି ଏମଆଇ ୧୮ ଓଭରରେ ୨ ଓ୍ବିକେଟ ହରାଇ ୨୦୧ ରନ କରିଥିଲା। ଏମଆଇ ପକ୍ଷରୁ ଇଶାନ କିଶନ ୧୪ ରନ କରିଥିବାବେଳେ ରୋହିତ ଶର୍ମା ୫୬ ରନ, କ୍ୟାମେରୁନ୍‌ ଗ୍ରୀନ୍‌ ଅପରାଜିତ ୧୦୦ ରନ , ସୂର୍ୟ୍ୟକୁମାର ଯାଦବ ଅପରାଜିତ ୨୫ ରନ କରିଥିଲେ। ସେହିପରି ଏସଆରଏଚ ପକ୍ଷରୁ ଭିବ୍ରାଣ୍ଟ ଶର୍ମା ୬୯ ରନ କରିଥିବାବେଳେ ମୟଙ୍କ ଅଗ୍ରୱାଲ ୮୩ ରନ, ହେନରିଚ କ୍ଲାସେନ ୧୮ ରନ, ଆଡେନ ମାର୍କ୍ରାମ ୧୩ ରନ କରିଥିଲେ। ମୁମ୍ବାଇ ଇଣ୍ଡିଆନ୍ସ ୧୪ଟି ମ୍ୟାଚ୍‌ରୁ ୮ଟି ବିଜୟ ଓ ୬ଟିରେ ପରାଜୟ ସହ ପଏଣ୍ଟ ଟେବୁଲର ୪ର୍ଥ ସ୍ଥାନରେ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ