Masthead

ବିଦେଶରେ ଭାରତ ସଂସ୍କୃତିର ଝଲକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଦେଶ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରବିବାର ସେ ପାପୁଆ ନିୟୁ ଗିନିରେ ପହଞ୍ଚିଛନ୍ତି। ପହଞ୍ଚିବା ପରେ ସେଠାରେ ମୋଦିଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ପପୁଆ ନିୟୁ ଗିନିର ପ୍ରଧାନମନ୍ତ୍ରୀ ଜେମସ ମାରାପେ ବିମାନବନ୍ଦରରେ ମୋଦିଙ୍କୁ ସ୍ୱାଗତ କରିଥିଲେ । ସ୍ୱାଗତ କରିବା ସମୟରେ ମାରାପେ ତାଙ୍କ ପାଦ ଛୁଇଁଥିଲେ। ପ୍ରତିଉତ୍ତରରେ ମୋଦି ତାଙ୍କୁ ଉଠାଇ ଆଲିଙ୍ଗନ କରିଥିଲେ ।

 

ପରେ ମାରାପେ ତାଙ୍କ ଦେଶର ପ୍ରମୁଖ ଅଧିକାରୀଙ୍କୁ ମୋଦିଙ୍କ ସହିତ ପରିଚିତ କରାଇଥିଲେ। ଭାରତର ଜଣେ ପ୍ରଧାନମନ୍ତ୍ରୀ ଭାବେ ମୋଦିଙ୍କ ପାପୁଆ ନିୟୁ ଗିନି ଗସ୍ତ ପ୍ରଥମ ଘଟଣା। ପୂର୍ବରୁ ଭାରତର କୌଣସି ପ୍ରଧାନମନ୍ତ୍ରୀ ପାପୁଆ ନିୟୁ ଗିନି ଗସ୍ତ କରି ନାହାନ୍ତି। ପାପୁଆ ନିୟୁ ଗିନିରେ ମୋଦୀ ଭାରତ-ପ୍ରଶାନ୍ତ ମହସାଗରୀୟ ଦ୍ବୀପ ରାଷ୍ଟ୍ର ସମନ୍ବୟ ଫୋରମର ତୃତୀୟ ସମ୍ମିଳନୀରେ ଯୋଗ ଦେବେ। ଏହି ସମ୍ମିଳନୀରେ ୧୪ଟି ଦ୍ବୀପ ରାଷ୍ଟ୍ର ଯୋଗ ଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା