Masthead

ଶପଥ ନେଲେ ରାଜ୍ୟର ତିନି ନୂଆ ମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶପଥ ନେଲେ ତିନି ନୂଆ ମନ୍ତ୍ରୀ । ସକାଳ ୯.୫୦ ରେ ଶପଥ ନେଲେ ରାଜ୍ୟର ତିନି ନୂଆ ମନ୍ତ୍ରୀ । ଶପଥ ପାଠ କରାଇଛନ୍ତି ପ୍ରଫେସର ଗଶେଶୀ ଲାଲ । ଲୋକସେବା ଭବନରେ ଏହି ଶପଥ ଉତ୍ସବ ଅନୁଷ୍ଠିତ ହୋଇଛି । ପ୍ରଥମେ ବିକ୍ରମ କେଶରୀ ଆରୁଖ ଶପଥ ନେଇଥିଲେ । ତାଙ୍କ ପଛକୁ ସୁଦାମ ମାରାଣ୍ଡି ଶେଷରେ ସାରଦା ପ୍ରସାଦ ନାୟକ ଶପଥ ନେଇଥିଲେ । ହେଲେ କାହାକୁ କେଉଁ ବିଭାଗ ମିଳିବ ତାହା ଏଯାଏଁ ସ୍ପଷ୍ଟ ହୋଇ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା