Masthead

ପିଏମ୍ ମୋଦିଙ୍କୁ ମିଳିଲା ଫିଜିର ସର୍ବୋଚ୍ଚ ନାଗରିକ ସମ୍ମାନ

ଫିଜିରେ ଅନୁଷ୍ଠିତ ଆଇଏଫପିଅଅଇସିର ଶୀଖର ସମ୍ମୀଳନୀରେ ଭାଗ ନେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପରେ ତାଙ୍କୁ ଫିଜିର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନରେ ଜି୭ ବୈଠକରେ ସାମିଲ ହେବା ପରେ ରବିବାର ପାପୁୟା ୟୁ ଗିନି ପହଞ୍ଚିଥିଲେ । ସେଠାରେ ସେ ଆଇଏଫପିଅଅଇସିର ତୃତୀୟ ଶୀଖର ସମ୍ମିଳନୀରେ ଭାଗ ନେଇଥିଲେ ।

ବୈଠକ ପରେ ପିଏମ ମୋଦି ଅନେକ ଦେଶର ନେତାଙ୍କୁ ଭେଟି ବନ୍ଧୁତାର ଆଉ ଏକ ପାଦ ଆଗକୁ ବଢାଇଥିଲେ । ଭାରତର ଏହି ସବୁ ପଦକ୍ଷେପ ପାଇଁ ଫିଜିର ପ୍ରଧାନମନ୍ତ୍ରୀ ପିଏମ ମୋଦିଙ୍କୁ ନିଜ ଦେଶର ସର୍ବୋଚ୍ଚ ସମ୍ମାନ କ୍ୟାମ୍ପେନିୟନ ଅଫ୍ ଦ ଅଡର ଅଫ୍ ଫିଜି ପ୍ରଦାନ କରିଛନ୍ତି । ବର୍ତ୍ତମାନ ସୁଦ୍ଧା କିଛି ଫିଜିବାସୀଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ