ଗଙ୍ଗା ନଦୀରେ ଓଲଟିଲା ଡଙ୍ଗା, ୪ ମୃତ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଓଲଟିଲା ଡଙ୍ଗା । ୪ ମୃତ । ୨୫ ନିଖୋଜ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ବାଲିଆରେ । ୪୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଗଙ୍ଗା ନଦୀରେ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୨୫ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବାଲିଆ ଜିଲାର ମାଲଦ୍ୱୀପ ଗଙ୍ଗା ଘାଟରେ ଏହି ଘଟଣା ଘଟିଥିଲା, ଲୋକେ ମୁଣ୍ଡନ ସଂସ୍କାରରେ ଯୋଗଦେବାକୁ ଯାଉଥିଲେ। ମଝି ନଈରେ ହଠାତ ଡଙ୍ଗାଟି ଓଲଟି ପଡିଥିଲା। ଲୋକଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ସାହାଯ୍ୟ ପାଇଁ ପହଞ୍ଚିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ