Masthead

‘ମନ୍ତ୍ରିମଣ୍ଡଳରେ କିଏ ରହିବ ନରହିବ ମୁଖ୍ୟମନ୍ତ୍ରୀଙ୍କ ଇଚ୍ଛାଧୀନ ବ୍ୟାପାର’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମନ୍ତ୍ରିମଣ୍ଡଳ ଅଦଳବଦଳକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ଦେବୀ ମିଶ୍ର । ମନ୍ତ୍ରିମଣ୍ଡଳରେ କିଏ ରହିବ ନରହିବ ତାହା ମୁଖ୍ୟମନ୍ତ୍ରୀଙ୍କ ଇଚ୍ଛାଧୀନ ବ୍ୟାପାର । ସେ ସବୁ ଦିଗକୁ ଦେଖି ନିଷ୍ପତ୍ତି ନେଇଥାନ୍ତି । ସବୁ ଜିଲ୍ଲାର ସାଙ୍ଗଠନିକ ସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ଏହା ନିର୍ଦ୍ଧାରଣ କରନ୍ତି । ଏଥିରେ କୌଣସି ଆଲୋଚନାର କି ପରାମର୍ଶର ଅବକାଶ ନଥାଏ । ତିନିଜଣ କାର୍ଯ୍ୟକ୍ଷମ ମନ୍ତ୍ରୀଙ୍କୁ ଦାୟିତ୍ୱ ମିଳି ସାରିଲାଣି ।  ସେମାନଙ୍କୁ ଶୁଭେଚ୍ଛା ଜଣାଇବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା