Masthead

ଆଜି ଠୁ ସ୍ୱାଭାବିକ ହେବ ବନ୍ଦେ ଭାରତ ଏକ୍ସପ୍ରେସ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଠୁ ସ୍ୱାଭାବିକ ହେବ  ବନ୍ଦେ ଭାରତ ଏକ୍ସପ୍ରେସ । କାଲି କାଳବୈଶାଖୀ ନେଇ ହାୱଡ଼ା-ପୁରୀ ବନ୍ଦେ ଭଦ୍ରକ ମଞ୍ଜୁରୀ ରୋଡ ନିକଟ ବୈତରଣୀ ପୋଲ ଉପରେ ଅଟକି ରହିଥିଲା । କାଳବୈଶାଖୀ ମାଡରେ ଲୋକୋ ପାଇଲଟ ସାମ୍ନା କାଚ ଭାଙ୍ଗିଥିଲା । ଯାହା ଫଳରେ ୩ ଘଣ୍ଟା ଧରି ଅଟକି ରହିଥିଲା ଟ୍ରେନ । ଟ୍ରେନଟି ଟ୍ରାକରେ ଠିଆ ହୋଇଥିବାରୁ ଡାଉନଲାଇନରେ ସମସ୍ତ ଗାଡ଼ି ଚଳାଚଳ ବନ୍ଦ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ