Masthead

ମମତାଙ୍କୁ ଭେଟିବେ କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୪ ନିର୍ବାଚନକୁ ନେଇ ଲାଗି ରହିଛି ମାନସମନ୍ଥନ । ଏକାଠି ହେଉଛନ୍ତି ବିରୋଧୀ ନେତା । ଦିଲ୍ଲୀ ବନାମ କେନ୍ଦ୍ର ସରକାର ମାମଲାରେ ବିରୋଧୀଙ୍କ ରଣନୀତି ଶକ୍ତିଶାଳୀ ହେଉଥିବାବେଳେ ସମ୍ବିଧାନର ସୁରକ୍ଷା ପାଇଁ ଦିଆଯାଇଛି ବଡ଼ ଆହ୍ବାନ । ଆଜି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ୨୪ରେ ଉଦ୍ଧବ ଠାକରେଙ୍କୁ ଭେଟିବାର କାର୍ଯ୍ୟକ୍ରମ ଥିବାବେଳ ୨୫ ରେ ଆପ ମୁଖ୍ୟ ଶରଦ ପାୱାରଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ଦିଲ୍ଲୀରେ ନିଯୁକ୍ତି ଓ ବଦଳିକୁ ନେଇ କେନ୍ଦ୍ର ସରକାର ଆଣିଥିବା ନୂଆ ଅଧ୍ୟାଦେଶକୁ ଚେକ୍ ଦେବା ଲାଗି ଆରମ୍ଭ ହୋଇଥିବା ପ୍ରଥମ ପର୍ଯ୍ୟାୟରେ ଗତ ୨୧ରେ କେଜ୍ରିୱାଲଙ୍କୁ ଭେଟିଥିଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ । ଗତକାଲି ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଭେଟିଥିଲେ ନୀତୀଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା