Masthead

ଗୋଟିଏ ପରିବାରର ୪ ଜଣଙ୍କୁ ବିଭତ୍ସ ହତ୍ୟା

ବରଗଡ଼ (ବଡ଼ ଖବର ବ୍ୟୁରୋ):   ବରଗଡ଼ ଜିଲ୍ଲା ଭଟଲି ଥାନା ଝିକିଝକି ଗାଁରେ ଅଭାବନୀୟ ଘଟଣା । ଗୋଟିଏ ପରିବାରର ୪ ଜଣଙ୍କୁ ବିଭତ୍ସ ହତ୍ୟା । ଜମିଜମା ବିବାଦକୁ ନେଇ ହତ୍ୟା ଅଭିଯୋଗ । ଜଣକୁ ଅଟକ ରଖିଛି ପୋଲିସ । ହତ୍ୟାକାରୀ ହେଲେ କକା । ଶାବଳରେ ଆକ୍ରମଣ କରିଥିଲା କକା । ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର ହେଲା ଶବ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ