Masthead

ପୁଣି ଗିରଫ ହୋଇପାରନ୍ତି ଇମ୍ରାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପୁଣି ଗିରଫ ହୋଇପାରନ୍ତି ଇମ୍ରାନ ଖାନ । ଅଲକାଦିର ଟ୍ରଷ୍ଟ ମାମଲାକୁ ରାଜନୀତିକରଣ କରି ତାଙ୍କୁ ଟାର୍ଗେଟ କରାଯାଇଥିବା କହିଛନ୍ତି ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ । ସେପଟେ ତେହରିକ-ଇ-ଇନସାଫର ୧୦ ହଜାରରୁ ଅଧିକ କର୍ମୀଙ୍କୁ ଗିରଫ କରାଯାଇଛି । ଆଜି ଅଲକାଦିର ଟ୍ରଷ୍ଟ ମାମଲାର ତଦନ୍ତରେ ସାମିଲ ହେବାକୁ ଯାଉଥିବାବେଳେ ତାଙ୍କୁ ଗିରଫ କରିବା ଲାଗି ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି ।

ଏପରିକି ତାଙ୍କର ଗିରଫ ସମ୍ଭାବନା ୮୦ ପ୍ରତିଶତ ରହିଛି ବୋଲି ସେ ଆଶଙ୍କା କରିଛନ୍ତି । ଆସନ୍ତା ନିର୍ବାଚନରେ ଶାସକ ଦଳ ପରାସ୍ତ ହେବା ଆଶଙ୍କା ଥିବାରୁ ସରକାର ତାଙ୍କ ବିରୋଧରେ ଅଭିଯାନ ଜାରି ରଖିଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି । ସେପଟେ ପାକିସ୍ତାନ ତେହରିକ ଇ ଇନସାଫର ୧୦ ହଜାରରୁ ଅଧିକ କର୍ମୀଙ୍କୁ ଗିରଫ କରାଯାଇଛି ଏବଂ ସେମାନଙ୍କ ବିଚାର ମିଲିଟାରୀ କୋର୍ଟରେ କରାଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା