ଭୟଙ୍କର ଦୁର୍ଘଟଣା , ୯ ମୃତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ମୁମ୍ବାଇ ନାଗପୁରରେ ଘଟିଛି ଭୟଙ୍କର ଦୁର୍ଘଟଣା । ଦୁର୍ଘଟଣାରେ ୯ ଜଣଙ୍କ ମୃତୁ୍ୟ ହୋଇଥିବାବେଳ ୧୩ ଜଣ ଗୁରୁତର ହୋଇଛନ୍ତି । ନାଗପୁର-ପୁନେ ଏକ୍ସପ୍ରେସ ୱେରେ ଏହି ଦୁର୍ଘଟଣା ଘଟିଛି । ସରକାରୀ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା । ସକାଳ ୭ଟା ରେ ଏହି ଦୁର୍ଘଟଣା ହୋଇଥିବା ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!