ଟ୍ରକରେ ବୁଲିଲେ ରାହୁଲ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ):  ଚର୍ଚ୍ଚାରେ କଂଗ୍ରେସ ନେତା ରାହୁଲ ଗାନ୍ଧି । ରାହୁଲ ଟ୍ରକରେ ବୁଲୁଥିବାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦିଲ୍ଲୀରୁ ଏକ ଟ୍ରକରେ ଚଣ୍ଡିଗଡ଼ ଅଭିମୁଖେ ଯାତ୍ରା କରିଛନ୍ତି । ଅମ୍ବାଲାରେ ପହଞ୍ଚିବା ପରେ ସେ ଟ୍ରକ ଡ୍ରାଇଭରମାନଙ୍କ ସହ ମଧ୍ୟ କଥା ହୋଇ ଡ୍ରାଇଭରମାନଙ୍କର ସମସ୍ୟା ବୁଝିଥିଲେ। କର୍ଣ୍ଣାଟକରେ କଂଗ୍ରେସର ବିଜୟ ପରେ ଫୁଲ ଦମରେ କାମ କରିବ ବୋଲି କହିଛି ପାର୍ଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ