Masthead

ଶୈବ ପୀଠରେ ଗଞ୍ଜେଇ ମନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଏଣିକି ଶୈବ ପୀଠରେ ଗଞ୍ଜେଇ ମନା ।ଏନେଇ ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦେଶକ ଦିଲ୍ଲୀପ ରାଉତରାୟ  ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି ଲେଖିଛନ୍ତି । ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି ଲେଖି ପଦକ୍ଷପ ପାଇଁ କହିଛନ୍ତି । ଗଞ୍ଜେଇ ବ୍ୟବହାର ବନ୍ଦ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିଦେ୍ର୍ଦଶ ଦିଆଯାଇଛି । ଗଞ୍ଜେଇ ବ୍ୟବହାର ଦ୍ୱାର ମନ୍ଦିରର ପରିବେଶ ଦୂଷିତ ହେଉଛି । ମନୋକାମନା ପୂରା କରିବାକୁ ଠାକୁରଙ୍କୁ ଗଞ୍ଜେଇ ଯାଚଙ୍ଗା ପାଇଁ ବହୁଳ ପରିମାଣରେ ଗଞ୍ଜେଇ ବ୍ୟବହାର ହେଉଛି । ଯାହାକୁ ନେଇ ଅନନ୍ତ ବଳିଆ ଟ୍ରଷ୍ଟ ପକ୍ଷରୁ ଅନୁରୋଧ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା