Masthead

ବିଧାୟକଙ୍କୁ ଅଣ୍ଡା ମାଡ଼

ଲମତାପୁଟ (ବଡ଼ ଖବର ବ୍ୟୁରୋ):  ବିଧାୟକଙ୍କୁ ଅଣ୍ଡା ମାଡ଼ । ଆଜି ଲମତାପୁଟ ବ୍ଲକର ନୂତନ ବ୍ଲକ ଅଫିସ ଉଦଘାଟନ କରିବାକୁ ଆସିଥିବା ବିଧାୟକ ରଘୁରାମ ପୋଡାଲଙ୍କୁ ଅଣ୍ଡାମାଡ଼ । ଉଦଘାଟନ ଫଳକରେ ସ୍ଥାନୀୟ ବିଧାୟକ ରଘୁରାମଙ୍କ ନାମ ଥିବା ବେଳେ କୋରାପୁଟ ସାଂସଦଙ୍କ ନାମ ନଥିବାରୁ ଲମତାପୁଟ ବ୍ଲକ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା ।

ପରେ କିଛି କଂଗ୍ରେସ କର୍ମୀ ସ୍ଥାନୀୟ ଜିଲ୍ଲାପରିଷଦ ସଭ୍ୟଙ୍କ ନେତୃତ୍ୱରେ ବ୍ଲକ ଅଫିସରେ ପହଞ୍ଚିି ନାମଫଳକ ଭଙ୍ଗାରୁଜା କରିଥିଲେ । ପରେ ବିଧାୟକ ଉଦଘାଟନ ପାଇଁ ଆସିବା ବେଳେ ଲମତାପୁଟ ଛକରେ କିଛି ଲୋକ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଥିଲେ । ଏହି ଘଟଣାରେ ପୋଲିସ ଜଣକୁ ଅଟକ ରଖିଛି । ଅଟକ ଯୁବକଙ୍କ ନାମ ନବୀନ ପାଙ୍ଗି ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି