Masthead

ବଢିବ ତାତି, କଲବଲ ହେବେ ଲୋକେ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ବଢିବ ତାତି । ଆହୁରି କଲବଲ ହେବେ ଲୋକେ । ୪୩.୩ ଡିଗ୍ରୀ ସହିତ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ବଲାଙ୍ଗୀର ହୋଇଥିବାବେଳେ ୪୦ ଡିଗ୍ରୀ ଉପରେ ରାଜ୍ୟର ୨୨ ସହରର ତାପମାତ୍ରା ରହିଛି । ସମ୍ବଲପୁରରେ ଦ୍ବିତୀୟ ସର୍ବାଧିକ ୪୨.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ଝାରସୁଗୁଡ଼ାରେ ୪୨.୮ ଡିଗ୍ରୀ ତାତି ରେକର୍ଡ ହୋଇଛି ।

ସେହିପରି ସୋନପୁରରେ ୪୨.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଭୁବନେଶ୍ୱରରେ ୪୨.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେପଟେ ଆହୁରି ୫ ଦିନ କଲବଲ କରିବ ତାତି । ଅନ୍ୟପଟେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ନୂଆପଡା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଂଜ ଓ ବାଲେଶ୍ୱରରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ