Masthead

ହତ୍ୟାପଛରେ ରହିଛି ଆଉ ଜଣେ ମୁଖ୍ୟ ଅଭିଯୁକ୍ତ

ଅତାବିରା (ବଡ଼ ଖବର ବ୍ୟୁରୋ):  ବରଗଡ଼ ଝିକିଝିକି ଗାଁ ଗୋଟିଏ ପରିବାରର ୪ ଜଣଙ୍କୁ ବୀଭତ୍ସ ହତ୍ୟା ଘଟଣା । ପୋଲିସ ହାତରେ ଲାଗିଲା ବଡ଼ ସୁରାକ । ଆତ୍ମସମର୍ପଣ କରିଥିବା ଶିବ ବାଗ ଏକାକୀ ନୁହଁ ହତ୍ୟାକାରୀ । ହତ୍ୟା ପଛରେ ରହିଛି ଅନ୍ୟ ଜଣେ ମୁଖ୍ୟ ଅଭିଯୁକ୍ତ । ମୁଖ୍ୟ ଅଭିଯୁକ୍ତ ହେଉଛନ୍ତି ଆତ୍ମସମର୍ପଣ କରିଥିବା ଶିବଙ୍କ ୨୭ ବର୍ଷୀୟ ପୁଅ ନକୁଳ ବାଗ ।

ରାତି ଅଧରେ ମୁଖ୍ୟ ଅଭିଯୁକ୍ତ ନକୁଳକୁ ଉଠାଇ ନେଲା ବରଗଡ଼ ଜିଲ୍ଲା ଭଟଲି ପୋଲିସ । ଛେଳି ଚରାଇ ଯିବା ବାହାନାରେ ଗତ କାଲି ଘରେ ଅନୁପସ୍ଥିତ ଥିଲା ଅଭିଯୁକ୍ତ ନକୁଳ । ଆଜି ହତ୍ୟାକାରୀ ବାପ ପୁଅଙ୍କୁ କରାଯିବ କୋର୍ଟ ଚାଲାଣ । ଘଟଣାରେ ଗିରଫଦାରୀ ସଂଖ୍ୟା ବଢିପାରେ ବୋଲି କହିଛନ୍ତି ବରଗଡ଼ ଏସପି ପ୍ରହଲ୍ଲାଦ ସାହାଇ ମୀନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼