Masthead

ସାଂସଦଙ୍କ ଗାଡ଼ି ଧକ୍କାରେ ସ୍କୁଟି ଚାଳକ ମୃତ

ପାଟଣାଗଡ଼ (ବଡ଼ ଖବର ବ୍ୟୁରୋ): ସାଂସଦ ନିରଞ୍ଜନ ବିଶିଙ୍କ କାର୍ ଧକ୍କାରେ ସ୍କୁଟି ଚାଳକ ମୃତ । ମୃତକ ହେଲେ ଇନ୍ଦପୁର ଗାଁର ଟଙ୍କଧର ବିଶ୍ୱାଳ । ପାଟଣାଗଡ଼ ତମିଆ ଛକରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣା ବେଳେ ଗାଡ଼ିରେ ନ ଥିଲି ବୋଲି କହିଲେ ସାଂସଦ ନିରଞ୍ଜନ ବିଶି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି