Masthead

ଆଜି ସ୍ୱମନ୍ଦିର ପ୍ରବେଶ କରିବେ ନବଦମ୍ପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଡ଼ିଲା ହାତଗଣ୍ଠି । ସରିଲା ବାହାଘର । ଆଜି ସ୍ୱମନ୍ଦିର ପ୍ରବେଶ କରିବେ ନବଦମ୍ପତି । ମହାପ୍ରଭୁ ଭୋଳାଶଙ୍କର ଓ ଗିରିଜା ନନ୍ଦିନୀଙ୍କ ହାତଗଣ୍ଠି ମଧ୍ୟ ରତ୍ରିରେ ପଡ଼ିଥିଲା । ବିଧି ମୁତାବକ ବିବାହ ସମ୍ପର୍ଣ୍ଣ ହେବା ପରେ ଆଶୁତୋଷ ଶ୍ୱଶୁର ଘରେ ନବବିବାହିତା ପତ୍ନୀ ଗୌରୀଙ୍କ ସହ ଅବସ୍ଥାନ କରିଛନ୍ତି । ଆଜି ଦେବଦମ୍ପତି ସ୍ୱମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ । ଏଥି ପାଇଁ ଆୟୋଜିତ ହୋଇଛି ବିରାଟ ପଟୁଆର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ